ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ବୃଦ୍ଧି ପାଇବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୭୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 6
8. Jajpur: 5
9. Jharsuguda: 4
10. Kalahandi: 1
11. Kandhamal: 1
12. Kendrapada: 2
13. Khurda: 183
14. Koraput: 1
15. Malkangiri: 2
16. Mayurbhanj: 8
17. Nayagarh: 4
18. Nuapada: 3
19. Puri: 11
20. Rayagada: 2
21. Sambalpur: 9— I & PR Department, Odisha (@IPR_Odisha) July 7, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୫୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୧୯୪୬ ରହିଥିବା ବେଳେ ୨୨୩୫ ଜଣ ଚିକିତ୍ସିତ ହେଉଛନ୍ତି ।