ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଥିବା ବେଳେ ଏବେ ଗ୍ରାଫ୍ ତଳ ମୁହାଁ ହୋଇଛି । ଯାହାଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ତଳକୁ ଖସି ୭ ହଜାରରେ ପହଁଚିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୨୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 134
7. Cuttack: 771
8. Deogarh: 64
9. Dhenkanal: 106
10. Gajapati: 48
11. Ganjam: 74
12. Jagatsinghpur: 232
13. Jajpur: 486
14. Jharsuguda: 97
15. Kalahandi: 103
16. Kandhamal: 3
17. Kendrapada: 188
18. Keonjhar: 148
19. Khurda: 1167
20. Koraput: 158— I & PR Department, Odisha (@IPR_Odisha) June 6, 2021
New recoveries: 7616
Cumulative tested: 12183116
Positive: 813096
Recovered: 732018
Active cases: 78031— I & PR Department, Odisha (@IPR_Odisha) June 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୬୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬ ରହିଥିବା ବେଳେ ଏହି ରୋଗରୁ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୮୦୩୧ ଜଣ ଚିକିତ୍ସିତ ହେଉଛନ୍ତି ।