ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 92
7. Deogarh: 1
8. Dhenkanal: 9
9. Gajapati: 4
10. Ganjam: 5
11. Jagatsinghpur: 58
12. Jajpur: 68
13. Jharsuguda: 5
14. Kalahandi: 3
15. Kandhamal: 17
16. Kendrapada: 36
17. Keonjhar: 13
18. Khurda: 389
19. Koraput: 7
20. Malkangiri: 4
21. Mayurbhanj: 32— I & PR Department, Odisha (@IPR_Odisha) August 7, 2021
22. Nayagarh: 29
23. Nuapada: 2
24. Puri: 48
25. Rayagada: 6
26. Sambalpur: 8
27. Sonepur: 2
28. Sundargarh: 20
29. State Pool: 82New recoveries: 1558
Cumulative tested: 16491415
Positive: 985827
Recovered: 966928
Active cases: 12480— I & PR Department, Odisha (@IPR_Odisha) August 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୫୫୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ ରହିଥିବା ବେଳେ ଏହି ରୋଗରୁ ୯୬୬୯୨୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୨୪୮୦ ଜଣ ଚିକିତ୍ସିତ ହେଉଛନ୍ତି ।