ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । କିନ୍ତୁ ସଂକ୍ରମଣ ହାର ଦୃତ ଗତିରେ ବଢି ଚାଲୁଥିବା ବେଳେ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୮୮୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୧୨୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୭୧୭ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୨୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 152
23. Nawarangpur: 187
24. Nayagarh: 194
25. Nuapada: 205
26. Puri: 165
27. Rayagada: 221
28. Sambalpur: 181
29. Sonepur: 207
30. Sundargarh: 1001
31. State Pool: 507— I & PR Department, Odisha (@IPR_Odisha) January 22, 2022
New recoveries: 10390
Cumulative tested: 27059365
Positive: 1196140
Recovered: 1099423
Active cases: 88150— I & PR Department, Odisha (@IPR_Odisha) January 22, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୩୯୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୯୬୧୪୦ ରହିଥିବା ବେଳେ ୮୮୧୫୦ ଜଣ ଚିକିତ୍ସିତ ହେଉଛନ୍ତି ।