ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୦୬୫ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୫୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 229
23. Nawarangpur: 148
24. Nayagarh: 192
25. Nuapada: 160
26. Puri: 116
27. Rayagada: 295
28. Sambalpur: 176
29. Sonepur: 282
30. Sundargarh: 646
31. State Pool: 365— I & PR Department, Odisha (@IPR_Odisha) January 24, 2022
New recoveries: 10841
Cumulative tested: 27193858
Positive: 1211951
Recovered: 1121608
Active cases: 81765— I & PR Department, Odisha (@IPR_Odisha) January 24, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୮୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୧୧୯୫୧ ରହିଥିବା ବେଳେ ୮୧୭୬୫ ଜଣ ଚିକିତ୍ସିତ ହେଉଛନ୍ତି ।