ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୪୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୧୨୦ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୬୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 166
23. Nawarangpur: 117
24. Nayagarh: 245
25. Nuapada: 191
26. Puri: 106
27. Rayagada: 131
28. Sambalpur: 160
29. Sonepur: 212
30. Sundargarh: 778
31. State Pool: 391— I & PR Department, Odisha (@IPR_Odisha) January 26, 2022
New recoveries: 10244
Cumulative tested: 27318915
Positive: 1225268
Recovered: 1142161
Active cases: 74512— I & PR Department, Odisha (@IPR_Odisha) January 26, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୨୪୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୨୫୨୬୮ ରହିଥିବା ବେଳେ ୭୪୫୧୨ ଜଣ ଚିକିତ୍ସିତ ହେଉଛନ୍ତି ।