ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ସାମାନ୍ୟ ହ୍ରାସ ପାଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୦୨୮ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୬୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 152
23. Nawarangpur: 137
24. Nayagarh: 194
25. Nuapada: 166
26. Puri: 72
27. Rayagada: 99
28. Sambalpur: 128
29. Sonepur: 73
30. Sundargarh: 735
31. State Pool: 188— I & PR Department, Odisha (@IPR_Odisha) January 30, 2022
New recoveries: 10267
Cumulative tested: 27570488
Positive: 1245911
Recovered: 1184174
Active cases: 53090— I & PR Department, Odisha (@IPR_Odisha) January 30, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୦୨୬୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୪୫୯୧୧ ରହିଥିବା ବେଳେ ୫୩୦୯୦ ଜଣ ଚିକିତ୍ସିତ ହେଉଛନ୍ତି ।