ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 26
8. Ganjam: 5
9. Jagatsinghpur: 3
10. Jajpur: 21
11. Jharsuguda: 25
12. Kalahandi: 1
13. Kandhamal: 2
14. Kendrapada: 7
15. Keonjhar: 20
16. Khurda: 33
17. Koraput: 5
18. Mayurbhanj: 11
19. Nawarangpur: 2
20. Nayagarh: 1
21. Puri: 3
22. Rayagada: 1— I & PR Department, Odisha (@IPR_Odisha) February 27, 2022
23. Sambalpur: 23
24. Sonepur: 1
25. Sundargarh: 11
26. State Pool: 8New recoveries: 494
Cumulative tested: 29209724
Positive: 1284867
Recovered: 1272922
Active cases: 2828— I & PR Department, Odisha (@IPR_Odisha) February 27, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୯୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୪୮୬୭ ରହିଥିବା ବେଳେ ୨୮୨୮ ଜଣ ଚିକିତ୍ସିତ ହେଉଛନ୍ତି ।