ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 6th April
New Positive Cases: 28
Of which 0-18 years: 3
In quarantine: 17
Local contacts: 11(Details of local contacts will be shared by concerned District)
1. Angul: 1
2. Balasore: 1
3. Balangir: 2
4. Cuttack: 2
5. Ganjam: 1
6. Jagatsinghpur: 1— I & PR Department, Odisha (@IPR_Odisha) April 7, 2022
7. Kendrapada: 2
8. Khurda: 7
9. Mayurbhanj: 3
10. Sambalpur: 4
11. Sundargarh: 2
12. State Pool: 2New recoveries: 52
Cumulative tested: 30842623
Positive: 1287801
Recovered: 1278419
Active cases: 208— I & PR Department, Odisha (@IPR_Odisha) April 7, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୫୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୦୧ ରହିଥିବା ବେଳେ ୨୦୮ ଜଣ ଚିକିତ୍ସିତ ହେଉଛନ୍ତି ।