ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th May
New Positive Cases: 13
Of which 0-18 years: 1
In quarantine: 8
Local contacts: 5(Details of local contacts will be shared by concerned District)
1. Balasore: 3
2. Bargarh: 1
3. Balangir: 1
4. Cuttack: 1
5. Gajapati: 2— I & PR Department, Odisha (@IPR_Odisha) May 18, 2022
6. Khurda: 3
7. Nuapada: 1
8. State Pool: 1New recoveries: 8
Cumulative tested: 31569342
Positive: 1288327
Recovered: 1279025
Active cases: 123— I & PR Department, Odisha (@IPR_Odisha) May 18, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୩୨୭ ରହିଥିବା ବେଳେ ୧୨୩ ଜଣ ଚିକିତ୍ସିତ ହେଉଛନ୍ତି ।