ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th June
New Positive Cases: 25
Of which 0-18 years: 0
In quarantine: 15
Local contacts: 10(Details of local contacts will be shared by concerned District)
1. Balasore: 1
2. Balangir: 1
3. Cuttack: 2
4. Jagatsinghpur: 1— I & PR Department, Odisha (@IPR_Odisha) June 17, 2022
5. Khurda: 15
6. Sundargarh: 1
7. State Pool: 4New recoveries: 17
Cumulative tested: 31923413
Positive: 1288762
Recovered: 1279398
Active cases: 185— I & PR Department, Odisha (@IPR_Odisha) June 17, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୭୬୨ ରହିଥିବା ବେଳେ ୧୮୫ ଜଣ ଚିକିତ୍ସିତ ହେଉଛନ୍ତି ।