ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୨୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 18th June
New Positive Cases: 51
Of which 0-18 years: 6
In quarantine: 30
Local contacts: 21(Details of local contacts will be shared by concerned District)
1. Balasore: 4
2. Boudh: 1
3. Cuttack: 3
4. Ganjam: 1
5. Jagatsinghpur: 2
6. Jharsuguda: 1— I & PR Department, Odisha (@IPR_Odisha) June 19, 2022
7. Khurda: 26
8. Nayagarh: 2
9. Nuapada: 1
10. Sambalpur: 1
11. Sundargarh: 2
12. State Pool: 7New recoveries: 14
Cumulative tested: 31948569
Positive: 1288851
Recovered: 1279433
Active cases: 239— I & PR Department, Odisha (@IPR_Odisha) June 19, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୮୫୧ ରହିଥିବା ବେଳେ ୨୩୯ ଜଣ ଚିକିତ୍ସିତ ହେଉଛନ୍ତି ।