ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ଉପର ତଳ ହେଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ୨୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th June
New Positive Cases: 53
Of which 0-18 years: 5
In quarantine: 33
Local contacts: 20(Details of local contacts will be shared by concerned District)
1. Balasore: 1
2. Cuttack: 4
3. Jagatsinghpur: 2
4. Jharsuguda: 1
5. Khurda: 32
6. Puri: 3— I & PR Department, Odisha (@IPR_Odisha) June 21, 2022
7. Sambalpur: 2
8. Sundargarh: 1
9. State Pool: 7New recoveries: 28
Cumulative tested: 31970167
Positive: 1288950
Recovered: 1279479
Active cases: 292— I & PR Department, Odisha (@IPR_Odisha) June 21, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୯୫୦ ରହିଥିବା ବେଳେ ୨୯୨ ଜଣ ଚିକିତ୍ସିତ ହେଉଛନ୍ତି ।