ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ ଖସୁଛି ତ ପୁଣି କେତେବେଳେ ବଢୁଛି । ଆଜି ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହୋଇଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯୨୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 19
7. Cuttack: 468
8. Deogarh: 3
9. Dhenkanal: 58
10. Gajapati: 12
11. Ganjam: 21
12. Jagatsinghpur: 135
13. Jajpur: 210
14. Jharsuguda: 15
15. Kalahandi: 11
16. Kandhamal: 29
17. Kendrapada: 219
18. Keonjhar: 70
19. Khurda: 530
20. Koraput: 52
21. Malkangiri: 80— I & PR Department, Odisha (@IPR_Odisha) June 30, 2021
22. Mayurbhanj: 222
23. Nawarangpur: 34
24. Nayagarh: 135
25. Nuapada: 8
26. Puri: 193
27. Rayagada: 59
28. Sambalpur: 28
29. Sonepur: 22
30. Sundargarh: 72
31. State Pool: 92New recoveries: 3520
Cumulative tested: 13759870
Positive: 909800
Recovered: 874307
Active case: 31422— I & PR Department, Odisha (@IPR_Odisha) June 30, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୫୨୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ ରହିଥିବା ବେଳେ ଏହି ରୋଗରୁ ୮୭୪୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୩୧୪୨୨ ଜଣ ଚିକିତ୍ସିତ ହେଉଛନ୍ତି ।