ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 4
8. Jagatsinghpur: 6
9. Jajpur: 3
10. Jharsuguda: 1
11. Kalahandi: 4
12. Kandhamal: 4
13. Kendrapada: 1
14. Khurda: 28
15. Koraput: 2
16. Mayurbhanj: 2
17. Nawarangpur: 4
18. Nayagarh: 5
19. Nuapada: 7
20. Puri: 10
21. Rayagada: 1— I & PR Department, Odisha (@IPR_Odisha) September 13, 2022
22. Sambalpur: 3
23. Sonepur: 4
24. Sundargarh: 17
25. State Pool: 6New recoveries: 209
Cumulative tested: 33354414
Positive: 1330593
Recovered: 1319588
Active cases: 1767— I & PR Department, Odisha (@IPR_Odisha) September 13, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୦୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୦୫୯୩ ରହିଥିବା ବେଳେ ୧୭୬୭ ଜଣ ଚିକିତ୍ସିତ ହେଉଛନ୍ତି ।