ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Jagatsinghpur: 1
9. Jajpur: 1
10. Jharsuguda: 2
11. Kalahandi: 3
12. Kandhamal: 2
13. Kendrapada: 2
14. Khurda: 23
15. Koraput: 2
16. Mayurbhanj: 2
17. Nawarangpur: 4
18. Nayagarh: 7
19. Nuapada: 3
20. Puri: 9
21. Rayagada: 2— I & PR Department, Odisha (@IPR_Odisha) September 19, 2022
22. Sambalpur: 19
23. Sonepur: 2
24. Sundargarh: 14
25. State Pool: 6New recoveries: 181
Cumulative tested: 33434460
Positive: 1331918
Recovered: 1321126
Active cases: 1553— I & PR Department, Odisha (@IPR_Odisha) September 19, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୧୯୧୮ ରହିଥିବା ବେଳେ ୧୬୩୦ ଜଣ ଚିକିତ୍ସିତ ହେଉଛନ୍ତି ।