ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମିଟର ଉପର ତଳ ହେବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୦୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jagatsinghpur: 1
8. Jajpur: 3
9. Jharsuguda: 1
10. Kalahandi: 1
11. Kandhamal: 3
12. Khurda: 14
13. Koraput: 3
14. Malkangiri: 1
15. Nayagarh: 2
16. Nuapada: 13
17. Puri: 5
18. Rayagada: 1
19. Sambalpur: 3
20. Sonepur: 2
21. Sundargarh: 14
22. State Pool: 4— I & PR Department, Odisha (@IPR_Odisha) October 4, 2022
New recoveries: 194
Cumulative tested: 33613814
Positive: 1334525
Recovered: 1324230
Active cases: 1044— I & PR Department, Odisha (@IPR_Odisha) October 4, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୯୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୪୫୨୫ ରହିଥିବା ବେଳେ ୧୦୪୪ ଜଣ ଚିକିତ୍ସିତ ହେଉଛନ୍ତି ।