ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ଆଜି ରାଜ୍ୟରେ ଏକ ହଜାର ତଳେ ରହିଛି ଦୈନକ ମାମଲା । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୬୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୩ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 2
6. Boudh: 1
7. Cuttack: 66
8. Deogarh: 3
9. Dhenkanal: 9
10. Gajapati: 9
11. Ganjam: 4
12. Jagatsinghpur: 22
13. Jajpur: 32
14. Jharsuguda: 2
15. Kalahandi: 2
16. Kendrapada: 15
17. Keonjhar: 14
18. Khurda: 245
19. Koraput: 3
20. Malkangiri: 5— I & PR Department, Odisha (@IPR_Odisha) September 7, 2021
21. Mayurbhanj: 22
22. Nawarangpur: 4
23. Nayagarh: 2
24. Puri: 18
25. Rayagada: 4
26. Sambalpur: 14
27. Sonepur: 2
28. Sundargarh: 15
29. State Pool: 52New recoveries: 727
Cumulative tested: 18534435
Positive: 1012805
Recovered: 997790
Active cases: 6900— I & PR Department, Odisha (@IPR_Odisha) September 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୨୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୨୮୦୫ ରହିଥିବା ବେଳେ ଏହି ରୋଗରୁ ୯୯୭୭୯୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୯୦୦ ଜଣ ଚିକିତ୍ସିତ ହେଉଛନ୍ତି ।