ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 37
7. Deogarh: 1
8. Dhenkanal: 1
9. Gajapati: 3
10. Ganjam: 6
11. Jagatsinghpur: 8
12. Jajpur: 15
13. Jharsuguda: 2
14. Kendrapada: 11
15. Keonjhar: 7
16. Khurda: 274
17. Koraput: 2
18. Mayurbhanj: 23
19. Nayagarh: 7
20. Nuapada: 6
21. Puri: 13
22. Rayagada: 1— I & PR Department, Odisha (@IPR_Odisha) October 12, 2021
23. Sambalpur: 11
24. Sundargarh: 10
25. State Pool: 63New recoveries: 469
Cumulative tested: 20765245
Positive: 1032673
Recovered: 1019218
Active cases: 5141— I & PR Department, Odisha (@IPR_Odisha) October 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୬୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ ରହିଥିବା ବେଳେ ୫୧୪୧ ଜଣ ଚିକିତ୍ସିତ ହେଉଛନ୍ତି ।