ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 1
7. Cuttack: 60
8. Dhenkanal: 2
9. Ganjam: 3
10. Jagatsinghpur: 15
11. Jajpur: 9
12. Jharsuguda: 2
13. Kalahandi: 3
14. Kandhamal: 1
15. Kendrapada: 14
16. Keonjhar: 4
17. Khurda: 249
18. Koraput: 6
19. Mayurbhanj: 21
20. Nayagarh: 9
21. Puri: 13
22. Rayagada: 1— I & PR Department, Odisha (@IPR_Odisha) October 14, 2021
23. Sambalpur: 9
24. Sonepur: 1
25. Sundargarh: 8
26. State Pool: 61New recoveries: 404
Cumulative tested: 20892297
Positive: 1033809
Recovered: 1020168
Active cases: 5314— I & PR Department, Odisha (@IPR_Odisha) October 14, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୦୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୮୦୯ ରହିଥିବା ବେଳେ ୫୩୧୪ ଜଣ ଚିକିତ୍ସିତ ହେଉଛନ୍ତି ।