ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୯ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Boudh: 1
6. Cuttack: 74
7. Deogarh: 2
8. Dhenkanal: 7
9. Gajapati: 6
10. Ganjam: 8
11. Jagatsinghpur: 34
12. Jajpur: 16
13. Jharsuguda: 1
14. Kalahandi: 3
15. Kandhamal: 2
16. Kendrapada: 3
17. Keonjhar: 1
18. Khurda: 266
19. Koraput: 2
20. Mayurbhanj: 19
21. Nayagarh: 8— I & PR Department, Odisha (@IPR_Odisha) September 25, 2021
22. Puri: 13
23. Rayagada: 4
24. Sambalpur: 23
25. Sonepur: 3
26. Sundargarh: 5
27. State Pool: 63New recoveries: 494
Cumulative tested: 19658891
Positive: 1023735
Recovered: 1009582
Active cases: 5930— I & PR Department, Odisha (@IPR_Odisha) September 25, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୯୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୩୭୩୫ ରହିଥିବା ବେଳେ ୫୯୩୦ ଜଣ ଚିକିତ୍ସିତ ହେଉଛନ୍ତି ।