ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୧୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୭୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 69
6. Deogarh: 3
7. Ganjam: 4
8. Jagatsinghpur: 24
9. Jajpur: 16
10. Jharsuguda: 4
11. Kendrapada: 8
12. Khurda: 243
13. Koraput: 3
14. Malkangiri: 1
15. Mayurbhanj: 31
16. Nawarangpur: 1
17. Nayagarh: 2
18. Puri: 17
19. Sambalpur: 14
20. Sonepur: 2
21. Sundargarh: 9— I & PR Department, Odisha (@IPR_Odisha) October 3, 2021
22. State Pool: 59
New recoveries: 579
Cumulative tested: 20172526
Positive: 1027959
Recovered: 1014412
Active cases: 5280— I & PR Department, Odisha (@IPR_Odisha) October 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୭୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୯୫୯ ରହିଥିବା ବେଳେ ୫୨୮୦ ଜଣ ଚିକିତ୍ସିତ ହେଉଛନ୍ତି ।