ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Cuttack: 46
6. Deogarh: 2
7. Dhenkanal: 2
8. Gajapati: 5
9. Ganjam: 4
10. Jagatsinghpur: 24
11. Jajpur: 24
12. Jharsuguda: 2
13. Kalahandi: 1
14. Kandhamal: 2
15. Kendrapada: 11
16. Keonjhar: 5
17. Khurda: 282
18. Koraput: 1
19. Mayurbhanj: 22
20. Nawarangpur: 1— I & PR Department, Odisha (@IPR_Odisha) October 7, 2021
21. Nayagarh: 5
22. Puri: 21
23. Sambalpur: 21
24. Sonepur: 1
25. Sundargarh: 7
26. State Pool: 66New recoveries: 429
Cumulative tested: 20443634
Positive: 1029994
Recovered: 1016594
Active cases: 5113— I & PR Department, Odisha (@IPR_Odisha) October 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୨୯ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୯୯୯୪ ରହିଥିବା ବେଳେ ୫୧୧୩ ଜଣ ଚିକିତ୍ସିତ ହେଉଛନ୍ତି ।