ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୦ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୯୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
5. Balangir: 3
6. Cuttack: 70
7. Deogarh: 1
8. Dhenkanal: 1
9. Gajapati: 6
10. Ganjam: 6
11. Jagatsinghpur: 15
12. Jajpur: 10
13. Jharsuguda: 1
14. Kendrapada: 26
15. Khurda: 331
16. Koraput: 1
17. Mayurbhanj: 29
18. Nayagarh: 6
19. Nuapada: 1
20. Puri: 14
21. Rayagada: 2— I & PR Department, Odisha (@IPR_Odisha) October 10, 2021
22. Sambalpur: 10
23. Sonepur: 1
24. Sundargarh: 15
25. State Pool: 73New recoveries: 597
Cumulative tested: 20645265
Positive: 1031696
Recovered: 1018311
Active cases: 5083— I & PR Department, Odisha (@IPR_Odisha) October 10, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୯୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୧୬୯୬ ରହିଥିବା ବେଳେ ୫୦୮୩ ଜଣ ଚିକିତ୍ସିତ ହେଉଛନ୍ତି ।