ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Cuttack: 72
7. Dhenkanal: 1
8. Ganjam: 3
9. Jagatsinghpur: 8
10. Jajpur: 9
11. Jharsuguda: 2
12. Kendrapada: 10
13. Keonjhar: 3
14. Khurda: 323
15. Koraput: 4
16. Mayurbhanj: 28
17. Nayagarh: 3
18. Nuapada: 3
19. Puri: 15
20. Rayagada: 1
21. Sambalpur: 19— I & PR Department, Odisha (@IPR_Odisha) October 13, 2021
22. Sundargarh: 8
23. State Pool: 76New recoveries: 546
Cumulative tested: 20827920
Positive: 1033288
Recovered: 1019764
Active cases: 5203— I & PR Department, Odisha (@IPR_Odisha) October 13, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୪୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୩୨୮୮ ରହିଥିବା ବେଳେ ୫୨୦୩ ଜଣ ଚିକିତ୍ସିତ ହେଉଛନ୍ତି ।