ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୪୯ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
6. Boudh: 1
7. Cuttack: 15
8. Deogarh: 1
9. Gajapati: 7
10. Ganjam: 1
11. Jagatsinghpur: 8
12. Jajpur: 11
13. Kendrapada: 13
14. Keonjhar: 1
15. Khurda: 186
16. Koraput: 2
17. Mayurbhanj: 11
18. Nayagarh: 3
19. Puri: 9
20. Rayagada: 5
21. Sambalpur: 4— I & PR Department, Odisha (@IPR_Odisha) October 16, 2021
22. Sonepur: 2
23. Sundargarh: 3
24. State Pool: 46New recoveries: 535
Cumulative tested: 21006042
Positive: 1034634
Recovered: 1021180
Active cases: 5119— I & PR Department, Odisha (@IPR_Odisha) October 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୩୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୪୬୩୪ ରହିଥିବା ବେଳେ ୫୧୧୯ ଜଣ ଚିକିତ୍ସିତ ହେଉଛନ୍ତି ।