ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ସଂକ୍ରମିତଙ୍କ ସଂଖ୍ୟା ଉପର ତଳ ହେଉଛି । କେତେବେଳେ କମୁଛି ତ ପୁଣି କେତେବେଳେ ବଢୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୭୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୬୩ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 4
8. Gajapati: 4
9. Ganjam: 2
10. Jagatsinghpur: 10
11. Jajpur: 11
12. Jharsuguda: 1
13. Kalahandi: 3
14. Kendrapada: 10
15. Keonjhar: 1
16. Khurda: 189
17. Koraput: 2
18. Malkangiri: 1
19. Mayurbhanj: 14
20. Nayagarh: 4
21. Nuapada: 6
22. Puri: 11— I & PR Department, Odisha (@IPR_Odisha) October 28, 2021
23. Rayagada: 4
24. Sambalpur: 8
25. Sundargarh: 7
26. State Pool: 44New recoveries: 334
Cumulative tested: 21789353
Positive: 1040230
Recovered: 1027108
Active cases: 4747— I & PR Department, Odisha (@IPR_Odisha) October 28, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୩୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୨୩୦ ରହିଥିବା ବେଳେ ୪୭୪୭ ଜଣ ଚିକିତ୍ସିତ ହେଉଛନ୍ତି ।