ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୩୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫୮ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 2
9. Ganjam: 4
10. Jagatsinghpur: 7
11. Jajpur: 8
12. Jharsuguda: 2
13. Kalahandi: 1
14. Kendrapada: 6
15. Keonjhar: 2
16. Khurda: 139
17. Koraput: 5
18. Malkangiri: 4
19. Mayurbhanj: 4
20. Nayagarh: 1
21. Puri: 9
22. Rayagada: 2
23. Sambalpur: 21— I & PR Department, Odisha (@IPR_Odisha) November 7, 2021
24. Sundargarh: 10
25. State Pool: 31New recoveries: 425
Cumulative tested: 22411230
Positive: 1043469
Recovered: 1031850
Active cases: 3209— I & PR Department, Odisha (@IPR_Odisha) November 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୪୨୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୪୬୯ ରହିଥିବା ବେଳେ ୩୨୦୯ ଜଣ ଚିକିତ୍ସିତ ହେଉଛନ୍ତି ।