ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୦ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୪ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 9
8. Ganjam: 3
9. Jagatsinghpur: 2
10. Jajpur: 10
11. Jharsuguda: 1
12. Kendrapada: 2
13. Keonjhar: 2
14. Khurda: 129
15. Koraput: 1
16. Mayurbhanj: 4
17. Nawarangpur: 2
18. Puri: 7— I & PR Department, Odisha (@IPR_Odisha) November 12, 2021
19. Sambalpur: 6
20. Sundargarh: 9
21. State Pool: 32New recoveries: 308
Cumulative tested: 22717243
Positive: 1044962
Recovered: 1033652
Active cases: 2884— I & PR Department, Odisha (@IPR_Odisha) November 12, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୩୦୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରହିଥିବା ବେଳେ ୨୮୮୪ ଜଣ ଚିକିତ୍ସିତ ହେଉଛନ୍ତି ।