ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୮୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୩୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 15th November
New Positive Cases: 206
Of which 0-18 years: 32
In quarantine: 121
Local contacts: 85(Details of local contacts will be shared by concerned District)
1. Angul: 2
2. Balasore: 3
3. Bhadrak: 3
4. Boudh: 2
5. Cuttack: 15
6. Dhenkanal: 1— I & PR Department, Odisha (@IPR_Odisha) November 16, 2021
7. Ganjam: 3
8. Jagatsinghpur: 4
9. Jajpur: 12
10. Jharsuguda: 3
11. Kandhamal: 1
12. Kendrapada: 2
13. Khurda: 120
14. Sambalpur: 3
15. Sundargarh: 5
16. State Pool: 27New recoveries: 254
Cumulative tested: 22945986
Positive: 1045862
Recovered: 1034759
Active cases: 2669— I & PR Department, Odisha (@IPR_Odisha) November 16, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୫୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୮୬୨ ରହିଥିବା ବେଳେ ୨୬୬୯ ଜଣ ଚିକିତ୍ସିତ ହେଉଛନ୍ତି ।