ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Gajapati: 2
8. Ganjam: 3
9. Jajpur: 6
10. Jharsuguda: 2
11. Kendrapada: 2
12. Keonjhar: 1
13. Khurda: 63
14. Koraput: 6
15. Mayurbhanj: 3
16. Nayagarh: 1
17. Puri: 10
18. Rayagada: 2
19. Sambalpur: 6
20. Sonepur: 1
21. Sundargarh: 15
22. State Pool: 16— I & PR Department, Odisha (@IPR_Odisha) December 7, 2021
New recoveries: 248
Cumulative tested: 24120891
Positive: 1050505
Recovered: 1039921
Active cases: 2107— I & PR Department, Odisha (@IPR_Odisha) December 7, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୪୮ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫ ରହିଥିବା ବେଳେ ୨୧୦୭ ଜଣ ଚିକିତ୍ସିତ ହେଉଛନ୍ତି ।