ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪୦ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Jajpur: 4
8. Jharsuguda: 5
9. Kendrapada: 4
10. Keonjhar: 3
11. Khurda: 147
12. Mayurbhanj: 21
13. Nayagarh: 1
14. Puri: 8
15. Sambalpur: 6
16. Sundargarh: 15
17. State Pool: 34— I & PR Department, Odisha (@IPR_Odisha) December 10, 2021
New recoveries: 217
Cumulative tested: 24300512
Positive: 1051241
Recovered: 1040620
Active cases: 2137— I & PR Department, Odisha (@IPR_Odisha) December 10, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ ରହିଥିବା ବେଳେ ୨୧୩୭ ଜଣ ଚିକିତ୍ସିତ ହେଉଛନ୍ତି ।