ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୭ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 25th December
New Positive Cases: 112
Of which 0-18 years: 17
In quarantine: 67
Local contacts: 45(Details of local contacts will be shared by concerned District)
1. Angul: 1
2. Balasore: 2
3. Cuttack: 13
4. Gajapati: 3
5. Ganjam: 2
6. Jagatsinghpur: 3— I & PR Department, Odisha (@IPR_Odisha) December 26, 2021
7. Jajpur: 2
8. Jharsuguda: 2
9. Kendrapada: 3
10. Khurda: 56
11. Mayurbhanj: 1
12. Nayagarh: 1
13. Puri: 2
14. Rayagada: 1
15. Sambalpur: 3
16. Sundargarh: 5
17. State Pool: 12New recovery: 181
Cumulative tested: 25228730
Positive: 1053881
Recovered: 1043782
Active cases: 1594— I & PR Department, Odisha (@IPR_Odisha) December 26, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୮୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୩୮୮୧ ରହିଥିବା ବେଳେ ୧୫୯୪ ଜଣ ଚିକିତ୍ସିତ ହେଉଛନ୍ତି ।