ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 19th Feb
New Positive Cases: 65
In quarantine: 38
Local contacts: 27(Details of local contacts will be shared by concerned District Administration)
District Wise Cases:
1. Angul: 5
2. Balasore: 3
3. Bargarh: 2
4. Bhadrak: 4
5. Cuttack: 4
6. Deogarh: 3— I & PR Department, Odisha (@IPR_Odisha) February 20, 2021
7. Jajpur: 3
8. Jharsuguda: 5
9. Kalahandi: 2
10. Khurda: 7
11. Koraput: 3
12. Mayurbhanj: 3
13. Nuapada: 3
14. Puri: 1
15. Sambalpur: 2
16. Sundargarh: 14
17. State Pool: 1New recoveries: 92
Cumulative tested: 8147058
Positive: 336578
Recovered: 333980
Active cases: 631— I & PR Department, Odisha (@IPR_Odisha) February 20, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୯୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୭୮ ରହିଥିବା ବେଳେ ଏହି ରୋଗରୁ ୩୩୩୯୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୬୩୧ ଜଣ ଚିକିତ୍ସିତ ହେଉଛନ୍ତି ।