ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୨୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୯୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୩୧୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୬୫ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
17. Kendrapada: 74
18. Keonjhar: 114
19. Khurda: 3496
20. Koraput: 186
21. Malkangiri: 30
22. Mayurbhanj: 340
23. Nawarangpur: 125
24. Nayagarh: 121
25. Nuapada: 45
26. Puri: 269
27. Rayagada: 183
28. Sambalpur: 529
29. Sonepur: 132
30. Sundargarh: 1049
31. State Pool: 796— I & PR Department, Odisha (@IPR_Odisha) January 14, 2022
New recoveries: 1447
Cumulative tested: 26479398
Positive: 1111879
Recovered: 1050179
Active cases: 53171— I & PR Department, Odisha (@IPR_Odisha) January 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୪୪୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୧୧୮୭୯ ରହିଥିବା ବେଳେ ୫୩୧୭୧ ଜଣ ଚିକିତ୍ସିତ ହେଉଛନ୍ତି ।