ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨୯୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୫୬ ୩୧ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୨୧ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 376
23. Nawarangpur: 106
24. Nayagarh: 145
25. Nuapada: 75
26. Puri: 198
27. Rayagada: 156
28. Sambalpur: 500
29. Sonepur: 102
30. Sundargarh: 1943
31. State Pool: 712— I & PR Department, Odisha (@IPR_Odisha) January 15, 2022
New recoveries: 2216
Cumulative tested: 26554334
Positive: 1122735
Recovered: 1052395
Active cases: 61809— I & PR Department, Odisha (@IPR_Odisha) January 15, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨୧୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୨୭୩୫ ରହିଥିବା ବେଳେ ୬୧୮୦୯ ଜଣ ଚିକିତ୍ସିତ ହେଉଛନ୍ତି ।