ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ପୁଣି ଥରେ ବୃଦ୍ଧି ପାଉଛି । ସଂକ୍ରମଣ ହାର ଏବେ ଦୃତ ଗତିରେ ବଢି ଚାଲିଛି । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪୭୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୬୯୮ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦୧୬ ଜଣ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
22. Mayurbhanj: 276
23. Nawarangpur: 155
24. Nayagarh: 159
25. Nuapada: 79
26. Puri: 141
27. Rayagada: 184
28. Sambalpur: 379
29. Sonepur: 238
30. Sundargarh: 2136
31. State Pool: 737— I & PR Department, Odisha (@IPR_Odisha) January 16, 2022
New recoveries: 3220
Cumulative tested: 26631454
Positive: 1133912
Recovered: 1055615
Active cases: 69763— I & PR Department, Odisha (@IPR_Odisha) January 16, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୩୨୨୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୩୯୧୨ ରହିଥିବା ବେଳେ ୬୯୭୬୩ ଜଣ ଚିକିତ୍ସିତ ହେଉଛନ୍ତି ।