ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Ganjam: 12
8. Jagatsinghpur: 1
9. Jajpur: 3
10. Jharsuguda: 2
11. Kalahandi: 2
12. Kandhamal: 1
13. Khurda: 4
14. Koraput: 3
15. Mayurbhanj: 2
16. Nawarangpur: 1
17. Nayagarh: 1
18. Nuapada: 1
19. Puri: 1
20. Sambalpur: 11
21. Sonepur: 1
22. Sundargarh: 1
23. State Pool: 1— I & PR Department, Odisha (@IPR_Odisha) March 14, 2022
New recoveries: 110
Cumulative tested: 29919332
Positive: 1286694
Recovered: 1276675
Active cases: 851— I & PR Department, Odisha (@IPR_Odisha) March 14, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୬୯୪ ରହିଥିବା ବେଳେ ୮୫୧ ଜଣ ଚିକିତ୍ସିତ ହେଉଛନ୍ତି ।