ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୧ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
7. Dhenkanal: 1
8. Gajapati: 6
9. Ganjam: 32
10. Jagatsinghpur: 3
11. Jajpur: 5
12. Jharsuguda: 1
13. Kandhamal: 2
14. Kendrapada: 2
15. Khurda: 5
16. Koraput: 4
17. Mayurbhanj: 6
18. Sambalpur: 4
19. Sundargarh: 17
20. State Pool: 1— I & PR Department, Odisha (@IPR_Odisha) March 17, 2022
New recoveries: 111
Cumulative tested: 30057960
Positive: 1286957
Recovered: 1277045
Active cases: 743— I & PR Department, Odisha (@IPR_Odisha) March 17, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୬୯୫୭ ରହିଥିବା ବେଳେ ୭୪୩ ଜଣ ଚିକିତ୍ସିତ ହେଉଛନ୍ତି ।