ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୮ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th March
New Positive Cases: 40
Of which 0-18 years: 8
In quarantine: 24
Local contacts: 16(Details of local contacts will be shared by concerned District)
1. Angul: 1
2. Balasore: 1
3. Bargarh: 1
4. Boudh: 3
5. Gajapati: 9
6. Ganjam: 1
7. Jajpur: 7— I & PR Department, Odisha (@IPR_Odisha) March 21, 2022
8. Kendrapada: 1
9. Khurda: 4
10. Koraput: 6
11. Mayurbhanj: 4
12. Sambalpur: 1
13. State Pool: 1New recoveries: 67
Cumulative tested: 30222368
Positive: 1287193
Recovered: 1277424
Active cases: 600— I & PR Department, Odisha (@IPR_Odisha) March 21, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୬୭ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୧୯୩ ରହିଥିବା ବେଳେ ୬୦୦ ଜଣ ଚିକିତ୍ସିତ ହେଉଛନ୍ତି ।