ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୦ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 24th March
New Positive Cases: 55
Of which 0-18 years: 10
In quarantine: 32
Local contacts: 23(Details of local contacts will be shared by concerned District)
1. Balasore: 3
2. Balangir: 9
3. Cuttack: 4
4. Deogarh: 1
5. Gajapati: 6
6. Ganjam: 2— I & PR Department, Odisha (@IPR_Odisha) March 25, 2022
7. Jajpur: 5
8. Khurda: 6
9. Koraput: 1
10. Mayurbhanj: 2
11. Nayagarh: 1
12. Sambalpur: 6
13. Sundargarh: 8
14. State Pool: 1New recoveries: 73
Cumulative tested: 30406131
Positive: 1287378
Recovered: 1277750
Active cases: 458— I & PR Department, Odisha (@IPR_Odisha) March 25, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୭୩ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୩୭୮ ରହିଥିବା ବେଳେ ୪୫୮ ଜଣ ଚିକିତ୍ସିତ ହେଉଛନ୍ତି ।