ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୫ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 27th March
New Positive Cases: 43
Of which 0-18 years: 5
In quarantine: 25
Local contacts: 18(Details of local contacts will be shared by concerned District)
1. Balasore: 1
2. Bargarh: 1
3. Balangir: 2
4. Cuttack: 4
5. Gajapati: 5
6. Ganjam: 1
7. Jajpur: 3— I & PR Department, Odisha (@IPR_Odisha) March 28, 2022
8. Khurda: 10
9. Mayurbhanj: 4
10. Sambalpur: 9
11. Sundargarh: 1
12. State Pool: 2New recoveries: 42
Cumulative tested: 30538194
Positive: 1287512
Recovered: 1277921
Active cases: 419— I & PR Department, Odisha (@IPR_Odisha) March 28, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୫୧୨ ରହିଥିବା ବେଳେ ୪୧୯ ଜଣ ଚିକିତ୍ସିତ ହେଉଛନ୍ତି ।