ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୧୭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 29th March
New Positive Cases: 59
Of which 0-18 years: 17
In quarantine: 35
Local contacts: 24(Details of local contacts will be shared by concerned District)
1. Angul: 2
2. Balasore: 3
3. Balangir: 2
4. Cuttack: 4
5. Deogarh: 1
6. Gajapati: 5— I & PR Department, Odisha (@IPR_Odisha) March 30, 2022
7. Jajpur: 3
8. Khurda: 14
9. Mayurbhanj: 4
10. Sambalpur: 3
11. Sundargarh: 15
12. State Pool: 3New recoveries: 65
Cumulative tested: 30621548
Positive: 1287608
Recovered: 1278035
Active cases: 400— I & PR Department, Odisha (@IPR_Odisha) March 30, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୬୫ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୬୦୮ ରହିଥିବା ବେଳେ ୪୦୦ ଜଣ ଚିକିତ୍ସିତ ହେଉଛନ୍ତି ।