ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୧୬ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st April
New Positive Cases: 40
Of which 0-18 years: 2
In quarantine: 24
Local contacts: 16(Details of local contacts will be shared by concerned District)
1. Angul: 22
2. Balasore: 1
3. Gajapati: 2
4. Jajpur: 2
5. Jharsuguda: 2— I & PR Department, Odisha (@IPR_Odisha) April 2, 2022
6. Khurda: 3
7. Mayurbhanj: 3
8. Sambalpur: 5New recoveries: 41
Cumulative tested: 30739134
Positive: 1287701
Recovered: 1278162
Active cases: 365— I & PR Department, Odisha (@IPR_Odisha) April 2, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୪୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୭୦୧ ରହିଥିବା ବେଳେ ୩୬୫ ଜଣ ଚିକିତ୍ସିତ ହେଉଛନ୍ତି ।