ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୦୮ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୪ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 7th April
New Positive Cases: 22
Of which 0-18 years: 4
In quarantine: 14
Local contacts: 8(Details of local contacts will be shared by concerned District)
1. Balasore: 1
2. Bhadrak: 1
3. Balangir: 2
4. Cuttack: 4
5. Gajapati: 1
6. Jajpur: 1— I & PR Department, Odisha (@IPR_Odisha) April 8, 2022
7. Khurda: 4
8. Nuapada: 1
9. Sambalpur: 4
10. Sonepur: 1
11. Sundargarh: 1
12. State Pool: 1New recoveries: 22
Cumulative tested: 30865018
Positive: 1287823
Recovered: 1278441
Active cases: 208— I & PR Department, Odisha (@IPR_Odisha) April 8, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୮୨୩ ରହିଥିବା ବେଳେ ୨୦୮ ଜଣ ଚିକିତ୍ସିତ ହେଉଛନ୍ତି ।