ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଏବେ ହ୍ରାସ ପାଉଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଅଞ୍ଚଳର । ଏହାସହିତ ୧୮ ବର୍ଷରୁ କମ ୨ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 17th April
New Positive Cases: 13
Of which 0-18 years: 2
In quarantine: 8
Local contacts: 5(Details of local contacts will be shared by concerned District)
1. Balasore: 1
2. Balangir: 2
3. Cuttack: 1
4. Kendrapada: 2
5. Khurda: 2— I & PR Department, Odisha (@IPR_Odisha) April 18, 2022
6. Puri: 1
7. Sambalpur: 3
8. Sonepur: 1New recoveries: 11
Cumulative tested: 31065665
Positive: 1287935
Recovered: 1278652
Active cases: 107— I & PR Department, Odisha (@IPR_Odisha) April 18, 2022
ଅନ୍ୟପଟେ ରାଜ୍ୟରେ ଏବେ ପୁଣି ନୂତନ ୧୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୭୯୩୫ ରହିଥିବା ବେଳେ ୧୦୭ ଜଣ ଚିକିତ୍ସିତ ହେଉଛନ୍ତି ।