ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 2nd March
New Positive Cases : 97
In quarantine: 58
Local contacts: 39(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 5
3. Bargarh: 6
4. Balangir: 2
5. Cuttack: 4
6. Deogarh: 1— I & PR Department, Odisha (@IPR_Odisha) March 3, 2021
17. Sambalpur: 13
18. Sundargarh: 11
19. State Pool: 3New recoveries: 56
Cumulative tested: 8383192
Positive: 337448
Recovered: 334703
Active cases: 775— I & PR Department, Odisha (@IPR_Odisha) March 3, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୫୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୪୪୮ ରହିଥିବା ବେଳେ ଏହି ରୋଗରୁ ୩୩୪୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୭୫ ଜଣ ଚିକିତ୍ସିତ ହେଉଛନ୍ତି ।