ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 3rd March
New Positive Cases : 81
In quarantine: 49
Local contacts: 32(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 6
3. Bargarh: 7
4. Bhadrak: 4
5. Cuttack: 3
6. Deogarh: 1— I & PR Department, Odisha (@IPR_Odisha) March 4, 2021
Covid-19 Report For 3rd March
New Positive Cases : 81
In quarantine: 49
Local contacts: 32(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 6
3. Bargarh: 7
4. Bhadrak: 4
5. Cuttack: 3
6. Deogarh: 1— I & PR Department, Odisha (@IPR_Odisha) March 4, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୬୪ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୫୨୯ ରହିଥିବା ବେଳେ ଏହି ରୋଗରୁ ୩୩୪୭୬୭ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୯୨ ଜଣ ଚିକିତ୍ସିତ ହେଉଛନ୍ତି ।