ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 4th March
New Positive Cases: 91
In quarantine: 53
Local contacts: 38(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 12
3. Bhadrak: 9
4. Balangir: 1
5. Boudh: 1
6. Cuttack: 1— I & PR Department, Odisha (@IPR_Odisha) March 5, 2021
17. Sambalpur: 14
18. Sundargarh: 13
19. State Pool: 2New recoveries: 71
Cumulative tested: 8427174
Positive: 337620
Recovered: 334838
Active cases: 812— I & PR Department, Odisha (@IPR_Odisha) March 5, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୧ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୨୦ ରହିଥିବା ବେଳେ ଏହି ରୋଗରୁ ୩୩୪୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୧୨ ଜଣ ଚିକିତ୍ସିତ ହେଉଛନ୍ତି ।