ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ରାଜ୍ୟରେ ଏକ ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 10th March
New Positive Cases: 63
In quarantine: 38
Local contacts: 25(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 7
3. Cuttack: 11
4. Deogarh: 5
5. Ganjam: 1
6. Jajpur: 3— I & PR Department, Odisha (@IPR_Odisha) March 11, 2021
7. Jharsuguda: 1
8. Kalahandi: 2
9. Khurda: 4
10. Koraput: 1
11. Mayurbhanj: 14
12. Nuapada: 1
13. Sambalpur: 4
14. Sundargarh: 7
15. State Pool: 1New recoveries: 72
Cumulative tested: 8558112
Positive: 337992
Recovered: 335322
Active cases: 700— I & PR Department, Odisha (@IPR_Odisha) March 11, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୭୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୯୨ ରହିଥିବା ବେଳେ ଏହି ରୋଗରୁ ୩୩୫୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୭୦୦ ଜଣ ଚିକିତ୍ସିତ ହେଉଛନ୍ତି ।